ବାୟୋଲୋଜିକାଲ-ଇଠାରୁ ୩୦କୋଟି ଡୋଜ କିଣିବେ ମୋଦି ସରକାର
ନୂଆଦିଲ୍ଲୀ : ଦେଶରେ କରୋନା ଟିକା ଅଭାବ ମଧ୍ୟରେ କେନ୍ଦ୍ର ସରକାର ଏକ ବଡ ଚୁକ୍ତି କରିଛନ୍ତି । ମୋଦି ସରକାର ହାଇଦ୍ରାବାଦ ସ୍ଥିତ ଟିକା ଉତ୍ପାଦନକାରୀ ବାୟୋଲୋଜିକାଲ-ଇ ସହିତ ୩୦କୋଟି ଡୋଜ କିଣିବା ପାଇଁ ଏକ ଚୁକ୍ତି କରିଛନ୍ତି । ଏହି ଟିକାଗୁଡ଼ିକ ଅଗଷ୍ଟରୁ ଡିସେମ୍ବର ମଧ୍ୟରେ ମିଳିବ ।!-->…
Read More...
Read More...