ଟେଲିଫୋନ୍‌ରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦୀ

ନୂଆଦିଲ୍ଲୀ: ମଧ୍ୟ-ପୂର୍ବ ଏସିଆ ଭୟଙ୍କର ଯୁଦ୍ଧର ନିଆଁରେ ଜଳୁଛି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଗୋଟିଏ ପରେ ଗୋଟିଏ ବଡ଼ ଆକ୍ରମଣ କରିଚାଲିଛନ୍ତି। ଯେଉଁଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ସମେତ ବହୁ ସଂଖ୍ୟକ ଶୀର୍ଷ ନେତାଙ୍କ ମୃତ୍ୟୁ ଘଟିଛି। ଏହାସହ ବହୁ ସଂଖ୍ୟକ
Read More...

ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ

କଟକ ୨।୩: ମେ’ ମାସରେ ପ୍ରକାଶ ପାଇବ ମାଟ୍ରିକ୍ ଫଳ। ମେ' ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ ଖାତା ଦେଖା ଆରମ୍ଭ ହେବ ।ବୋର୍ଡ
Read More...

ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ

ସମ୍ବଲପୁର ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ପୁଣି ଥରେ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍‌ ଏବଂ ବମ୍ ସ୍କ୍ଵାଡ୍ ପହଞ୍ଚି ଯାଞ୍ଚ କରୁଛି। କିଏ ଧମକ ଦେଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ଓଡ଼ିଶାର ବିଭିନ୍ନ
Read More...

ଓଡିଶା ଆସିବେ ଅମିତ ଶାହ, ଏହି ସବୁ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର:ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ
Read More...

ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
Read More...

ଇନଷ୍ଟାଗ୍ରାମରେ ମୋଦିଙ୍କ ରେକର୍ଡ

ନୂଆଦିଲ୍ଲୀ: ଇନଷ୍ଟାଗ୍ରାମରେ ମୋଦିଙ୍କ ରେକର୍ଡ । ୧୦୦ ମିଲିୟନ ଛୁଇଁଲା ଫଲୋଅର୍ସ ସଂଖ୍ୟା। ପ୍ରଥମ ବିଶ୍ୱନେତା ଭାବେ ରଚିଲେ ଇତିହାସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ କରିଛନ୍ତି ।ପଛରେ ପଡିଗଲେ ବିଶ୍ୱର ଟପ୍ ନେତା ।ଗତ ୧୨ ବର୍ଷ ହେଲା ତାଙ୍କ ପ୍ରୋଫାଇଲ୍ ଏବଂ ଆକାଉଣ୍ଟ
Read More...

୩ ଦିନ ପରେ ବଢ଼ିବ ଖରା

ଭୁବନେଶ୍ୱର: ଖରା ବଢ଼ିବ । ଆସନ୍ତା ୩ ଦିନ ପରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଇବ । ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇପାରେ ଦିନର ସର୍ବୋଚ୍ଚ ତାପମାତ୍ରା। ହେଲେ ରାତି ତାପମାତ୍ରା କମିବ । ଆସନ୍ତା ଦୁଇଦିନ ଭିତରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ କମିପାରେ । ଏଭଳି
Read More...

ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ମାର୍ଚ୍ଚ ୫ ଯାଏଁ ନାମାଙ୍କନ ଦାଖଲ ପ୍ରକ୍ରିୟା, ୬ ତାରିଖରେ ଯାଞ୍ଚ। । ମାର୍ଚ୍ଚ ୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ସେହିପରି ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ
Read More...

ଆଜି ଭାରତ-ଜିମ୍ବାୱେ ମହାଲଢ଼େଇ

ଚେନ୍ନଇ: ଆଜି ଭାରତ-ଜିମ୍ବାୱେ ମହାଲଢ଼େଇ । ଚଳିତ ଆଇସିସି ଟି-୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଆଜି ଜିମ୍ବାୱେକୁ ଭେଟିବ ଆୟୋଜକ ଭାରତ। ସ୍ଥାନୀୟ ଏମ୍‌ ଚିଦାମ୍ବରମ ଷ୍ଟାଡିୟମରେ ରାତି ୭ଟାରେ ଗ୍ରୁପ୍‌-୧’ର ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲା ଅନୁଷ୍ଠିତ
Read More...

ରାଜ୍ୟ ସଭା ନିର୍ବାଚନ ; ଖୁବ୍‌ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି

ଭୁବନେଶ୍ୱର,୨୬ା୨: ରାଜ୍ୟ ସଭା ନିର୍ବାଚନ ପାଇଁ ଖୁବ୍‌ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି। ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଆଜି କିମ୍ବା କାଲି ଭିତରେ ସଂସଦୀୟ ବୋର୍ଡ ବୈଠକ ବସିବ। କିଏ ରାଜ୍ୟ ସଭା ଯିବ ବୈଠକରେ ନିଷ୍ପତ୍ତି ହେବ।
Read More...