ପୁଣି ୩୩ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୭୨୧୬ ପଜିଟିଭ
ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତକଙ୍କ ସଂଖ୍ୟା ବଢିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୨୧୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୫୧କୁ!-->…
Read More...
Read More...