ରାଜ୍ୟରେ ପୁଣି ୩୪ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୬୭୩୬ ନୂଆ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୬୭୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୪ଜଣଙ୍କର ପ୍ରାଣହାନୀ ଘଟିଛି । ଆଜି ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ
Read More...

ଅବ୍ୟବସ୍ଥା ଘେରରେ ଚାନ୍ଦପୁର କୋଭିଡ୍‌ ହସ୍ପିଟାଲ, ସଠିକ୍‌ ସୂଚନା ଦିଆଯାଉନଥିବା ଅଭିଯୋଗ

ଦଶପଲ୍ଲା,୨୭/୫:- ନୟାଗଡ ଜିଲ୍ଲା ଚାନ୍ଦପୁର କୋଭିଡ୍‌ ଡାକ୍ତରଖାନାରେ ଚିକିତ୍ସାଧିନ ଥିବା ଜଣେ କୋଭିଡ ଆକ୍ରାନ୍ତଙ୍କର ଚିିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ତେବେ ଗତ କିିଛି ଦିନ ହେବ ଲଗାତାର ଭାବେ ମେଡିକାଲରେ ଅବ୍ୟବସ୍ଥା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ କେହି ଦୃଷ୍ଟି
Read More...

ବୌଦ୍ଧଜିଲ୍ଲା: ଆଜି ୨୬୨ କରୋନା ପଜିଟିଭ ଚିହ୍ନଟ, ସଂଖ୍ୟାହେଲା ୯୨୪୧, ବାମଣ୍ଡା ଗ୍ରାମରୁ ସର୍ବାଧିକ ୬୧

ବୌଦ୍ଧ,୨୭/୫ - ଆଜି ଜିଲ୍ଲାରେ ପୁଣି ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଚିହ୍ନଟ ହୋଇଥିବା ୨୬୨
Read More...

ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ଏରିଏଲ ସର୍ଭେ

ଭୁବନେଶ୍ବର,୨୭/୫: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ସୂଚନା ଦିଆଯାଇଛି । ଗତକାଲି ବାତ୍ୟା ୟସ ଉତ୍ତର ଓଡିଶାର ବାଲେଶ୍ୱର ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରେ ତାଣ୍ଡବ ରଚି ପାଖାପାଖି ଶହେରୁ ଉର୍ଦ୍ଧ୍ବ ଗାଁରେ
Read More...

ଦିବଙ୍ଗତ କୋଭିଡ ଯୋଦ୍ଧା ସାମ୍ବାଦିକ ପରିବାରକୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିବା ପାଇଁ ଫ୍ରଣ୍ଟଲାଇନ ମିଡ଼ିଆ ଏସୋସିଏସନ…

ଫୁଲବାଣୀ,୨୬/୫- ଗତ ୨୩ ତାରିଖ ଦିନ କୋଭିଡ -୧୯ ରେ ମୃତ୍ୟୁବରଣ କରିଥିବା କୋଭିଡ ଯୋଦ୍ଧା ସାମ୍ବାଦିକ ଆଶୁତୋଷ ବେହେରାଙ୍କ ପରିବାରକୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଆର୍ଥିକ ସାହାଯ୍ୟ ପ୍ରଦାନ କରିବା ସହିତ ରାଜ୍ୟ ସରକାରଙ୍କ ଘୋଷିତ କୋଭିଡ ଯୋଦ୍ଧା ଅନୁକମ୍ପାମୂଳକ ଅର୍ଥରାଶି ପ୍ରଦାନ କରିବା
Read More...

ଯୁବ ବିଜେଡ଼ି ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ବାଲିଗୁଡ଼ା,୨୬/୫: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଯୁବ ବିଜେଡ଼ି ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ରକ୍ତାଭାବ ଦୂର କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଯୁବ ବିଜେଡି ରାଜ୍ୟ ଯୁଗ୍ମ ସମ୍ପାଦକ ଚିନ୍ମୟ ସାହୁ
Read More...

ବାତ୍ୟା ପରବର୍ତ୍ତୀ ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା:୧୨୮ଟି ଜଳମଗ୍ନ ଗାଁର ସବୁ ପରିବାରକୁ ୭ ଦିନ…

ଭୁବନେଶ୍ୱର,୨୬/୫- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହିତ ବାତ୍ୟା ୟାସର ପ୍ରଭାବ, ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ଯୋଗୁ କ୍ଷତିଗ୍ରସ୍ତ ଜିଲ୍ଲାଗୁଡିକର
Read More...

କରୋନା କାଳରେ ବୌଦ୍ଧ ସି.ଡି.ଏମ.ଓ.ଙ୍କ ଅଚାନକ ବଦଳି

ବୌଦ୍ଧ,୨୬/୫ - ବୌଦ୍ଧ ଜିଲ୍ଲାରେ କରୋନା ସମଗ୍ର ଜିଲ୍ଲାକୁ ବ୍ୟାପି ଯାଇଥିବା ବେଳେ ଏଭଳି ଘଡି ସନ୍ଧି ମୁହୂର୍ତ୍ତରେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ ବଦଳି ହୋଇଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଛି । ମିଳିଥିବା ସୂଚନା ଅନୁଯାୟୀ ଡାକ୍ତର
Read More...