+୨ ପରୀକ୍ଷା ବାତିଲ, ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର : ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ୍ ହେବା ପରେ ଆଜି ରାଜ୍ୟ ସରକାର ମଧ୍ୟ +୨ ପରୀକ୍ଷାକୁ ବାତିଲ୍ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପରୀକ୍ଷାଠାରୁ ଛାତ୍ରଛାତ୍ରୀ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି!-->…
Read More...
Read More...