ଛେଳିବାହାଲ୍ ଗ୍ରାମକୁ ସାନିଟାଇଜ କଲେ ଦମକଳ ବାହିନୀ
ବୌଦ୍ଧ/ ବାଉଁଶୁଣୀ,୧୬/୫- ବୌଦ୍ଧ ବ୍ଳକ ବାଉଁଶୁଣୀ ଗ୍ରାମ ପଞ୍ଚାୟତ ଛେଳି ବାହାଲ୍ ଗ୍ରାମରେ ୧୪ ତାରିଖରେ ଗୋଟିଏ ଦିନରେ 14 ଜଣ କରୋନା ଆକ୍ରାନ୍ତ ଚିନ୍ହଟ ହୋଇଥିଲେ । ଆଗକୁ ଗ୍ରାମରେ ଅଧିକ କରୋନା ସଂକ୍ରମଣ ବୃଦ୍ଧି ନ ପାଇବାକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ କଣ୍ଟେନମେଣ୍ଟ ଜୋନ ଭାବରେ!-->!-->!-->…
Read More...
Read More...