ଇସ୍ରାଏଲରେ କ୍ଷମତା ରାଜନୀତି : ଶେଷ ହେବ ନେତାନ୍ୟାହୁ ଯୁଗ, ବେନେଟ ହେବେ ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଇସ୍ରାଏଲରେ ଚାଲିଥିବା କ୍ଷମତା ରାଜନୀତିରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି । ୮ ବିରୋଧୀ ଦଳଙ୍କ ମଧ୍ୟ ଗଠବନ୍ଧନ ହୋଇଛି । ଫଳରେ ୧୨ ବର୍ଷ ଧରି କ୍ଷମତାରେ ଥିବା ସରକାର ଏବଂ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ପଦ ଯିବା ଥୟ ହୋଇଯାଇଛି । ମାର୍ଚ୍ଚରେ ଅନୁଷ୍ଠିତ
Read More...

ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, ୨୪ ଘଣ୍ଟାରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୦୯୭୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ଜଣ
Read More...

କରୋନା ସଚେତନତା ଅଭିଯାନ

ବୌଦ୍ଧ/ବାଉଁଶୁଣୀ,୨/୬ – ବୌଦ୍ଧବ୍ଲକ ମନୁପାଲି ଗ୍ରାମ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗାଁ କଲ୍ୟାଣ ସମିତି ଓ ବେସରକାରୀ ସଂସ୍ଥା "ଚନ୍ଦ୍ରମା’ ର ମିଳିତ ଆନୁକୂଲ୍ୟରେ କରୋନା ସଚେତନତା ଅଭିଯାନ ଆଜି ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯାନଟିକୁ "ଚନ୍ଦ୍ରମା’ ର ଉପସଭାପତି କରୁଣାକର ଘଣ୍ଟୁଆଳ ଉଦଘାଟନ
Read More...

ବାତ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ବାତ୍ୟା କ୍ଷୟକ୍ଷତି ପରିମାଣ ୬୧୦ କୋଟି ଟଙ୍କା

ଭୁବନେଶ୍ୱର,୨/୬- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାତ୍ୟା ୟାସର କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି ବାତ୍ୟା ସମୟରେ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ତଥ୍ୟ ସଂଗ୍ରହ କରି
Read More...

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨/୬- ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ୱ ଭାବରେ ବର୍ଣ୍ଣନା
Read More...

ଦୁଇ ବାଇକ ମଧ୍ୟରେ ଧକ୍କା, ଉଭୟ ବାଇକ ଚାଳକ ଗୁରୁତର

ବୌଦ୍ଧ/ବାଉଁଶୁଣୀ,୨/୬ - ଆଜି ସନ୍ଧ୍ୟା ସମୟରେ ଜାତୀୟ ରାଜପଥ ନମ୍ବର ୫୭ର ବାଉଁଶୁଣୀ ଡିମିରିପାଲି ଛକ ନିକଟରେ ଦୁଇଟି ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଦୁଇ ଜଣ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଯୁବକ ଦ୍ୱୟ ହେଲେ ଡିମିରିପାଲି ଗ୍ରାମର ହିମାଂଶୁ ଲୁହା(୪୫) ଓ ମଙ୍ଗଲାମୁଣ୍ଡା ଗ୍ରାମର
Read More...

ମହାନଦୀ ନେତ୍ର ଚିକିତ୍ସାଳୟ ପରିସରରେ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପଣ୍ଡାପାଲି ମହାନଦୀ ନେତ୍ର ଚିକିତ୍ସାଳୟ ପରିସରରେ ଆଜି ଜୁହାର ଫାଉଣ୍ଡେସନ ମୁମ୍ବାଇର ସହାୟତାରେ ଅକ୍ସିଜେନ ବ୍ୟାଙ୍କ ଭର୍‌ଚୁଆଲ ମାଧ୍ୟମରେ ଉଦଘାଟିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଅକ୍ସିଜେନ ବ୍ୟାଙ୍କକୁ
Read More...

ସୁବର୍ଣ୍ଣପୁର ଜିଲ୍ଲାରେ ବୁଲିଲା କୋଭିଡ ସଚେତନତା ରଥ

ସୁବର୍ଣ୍ଣପୁର,୨/୬- ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଏକସନଏଡ଼ର ମିଳିତ ଆନୁକୂଲ୍ୟରେ ଜିଲ୍ଲାର ଗ୍ରାମାଞ୍ଚଳରେରେ ସାମ୍ପ୍ରତିକ କରୋନା ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ସୁବର୍ଣ୍ଣପୁର ଜିଲ୍ଲାପାଳ ମୋନିଷା ବାନାର୍ଜୀ କୋଭିଡ ସଚେତନତା ରଥକୁ ସବୁଜ ପତାକା
Read More...