ବାତ୍ୟା ୟସ୍ର ଗତିବିଧି, କ୍ଷୟକ୍ଷତି ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସୂଚନା
ଭୁବନେଶ୍ୱର,୨୬/୫- ବାତ୍ୟା ୟସ୍ର ଶେଷାଂଶ ସ୍ଥଳଭାଗ ଛୁଇଁବା ସହିତ ଏହାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସମାପ୍ତ ହୋଇଛି । ଏହା ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରିଛି । ଭଦ୍ରକ, ବାଲେଶ୍ୱରରେ ଏବେ ପବନର ବେଗ ହ୍ରାସ ପାଇବା ସହ ବର୍ଷା କମିଛି । ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଏବଂ ଅଗ୍ନିଶମ!-->…
Read More...
Read More...