ବୌଦ୍ଧଜିଲ୍ଲାରୁ ରେକର୍ଡ ସଂଖ୍ୟକ ୩୮ କରୋନା ପଜିଟିଭ ଚିହ୍ନଟ
ବୌଦ୍ଧ,୨୨/୪ - ଆଜି ବୌଦ୍ଧଜିଲ୍ଲାରେ ପୁଣି ୩୮ ଜଣ ନୂତନ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ନୂତନ ୩୮ କରୋନା ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୮ ରେ ପହଞ୍ଚିଛି ।!-->…
Read More...
Read More...