କୋଭିଡରେ ଶିକ୍ଷକ ପ୍ରମୋଦ କୁମାର ଧରୁଆଙ୍କ ପରଲୋକ
ଖପ୍ରାଖୋଲ,୨୫/୪- ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ଧରୁଆଙ୍କ ସ୍ୱାମୀ ଶିକ୍ଷକ ପ୍ରମୋଦ କୁମାର ଧରୁଆଙ୍କ ଗତକାଲି ଭୁବନେଶ୍ୱରସ୍ଥିତ ଏମସ ହସ୍ପିଟାଲରେ କରୋନରେ ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ସ୍ୱର୍ଗତ ଧରୁଆଙ୍କ ଦେହ!-->…
Read More...
Read More...