ପୁରୀ ରଥଯାତ୍ରା ପାଇଁ ବୌଦ୍ଧରୁ ରଥକାଠ ପ୍ରେରଣ
ବୌଦ୍ଧ,୨୬/୪- ବୌଦ୍ଧ ବନଖଣ୍ଡ ତରଫରୁ ଚଳିତବର୍ଷ ପୁରୀ ରଥଯାତ୍ରା ପାଇଁ ୨୪୦ଖଣ୍ଡ ରଥକାଠରୁ ଆଜି ୯୬ ଖଣ୍ଡ ରଥକାଠ ରଥନିର୍ମାଣ ପାଇଁ ରଥଖଳା ପୁରୀକୁ ପଠାଯାଇଛି । ସମସ୍ତ ରୀତିନୀତି ଆଧାରରେ ପବିତ୍ର ରଥକାଠର ପୂଜାର୍ଚ୍ଚନା ପରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜପତାକା ଦେଖାଇ ରଥକାଠ ପ୍ରେରଣ!-->…
Read More...
Read More...