ପଞ୍ଚାୟତସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଫୁଲବାଣୀ,୧୭/୩: କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ କୁସୁମେଣ୍ଡି ପଞ୍ଚାୟତର ଲାଇନପଡା ଠାରେ ଚାଲିଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଯାପିତ ହୋଇଯାଇଛି । ଏଥିରେ ୧୬ଟି ଦଳ ଭାଗନେଇଥିଲେ । ଲାଇନପଡା ସହିତ ଆଡେନିଗଡ଼ ମଧ୍ୟରେ ଫାଇନାଲ ମୁକାବିଲା ହୋଇଥିଲା । ଆଡେନିଗଡ଼ ଚମ୍ପିୟାନ ହୋଇଛି ।!-->…
Read More...
Read More...