ହୀରାଞ୍ଚଳର ପ୍ରଭାବ, ଖବର ପ୍ରକାଶ ପରେ ନଳକୂଅ ହେଲା ମରାମତି
ବୌଦ୍ଧ,୫/୫- ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ପଞ୍ଚାୟତ ଦେଉଳି ଗ୍ରାମରେ ଥିବା ଦୁଇଟି ନଳକୂପ ପ୍ରାୟ ମାସେ ହେବ ଅଚଳ ହୋଇପଡିଥିଲା । ଲୋକେ ପାଣି ପାଇଁ ଡହଳ ବିକଳ ହେଉଥିବା ଅଭିଯୋଗ ହୋଇଥିଲା । ଏ ସମ୍ପର୍କରେ ଗତ ୧ ତାରିଖ ଦିନ ଦୈନିକ ହୀରାଞ୍ଚଳ ଓ ହୀରାଞ୍ଚଳ ଲାଇଭରେ ଖବର୍!-->…
Read More...
Read More...