କରୋନାର ପ୍ରଭାବ : ପିପିଇ କିଟ୍ ପିନ୍ଧି ବିବାହ କଲେ ବର-କନ୍ୟା
କେରଳ : ପିପିଅ କିଟ୍ ପିନ୍ଧି ବିବାହ କଲେ କନ୍ୟା । କୋଭିଡ ପଜିଟିଭ ବର ଦେଲେ ମଥାରେ ସିନ୍ଦୁର । ଘଟଣା ଘଟିଛି କେରଳ ଥିରୁଭନ୍ତପୂରମରେ । ଏଠାରେ ଥିବା ମେଡିକାଲରେ ଅନୁଷ୍ଠିତ ହୋଇଥିଲା ଏଭଳି ବିବାହ । ମଣ୍ଡପ ପାଲଟିଯାଇଥିଲା କୋଭିଡ୍ ବେଡ । ଆଲ୍ଲାପ୍ପୁଜା କେନାକାରୀରେ ରୁହନ୍ତି ଶରତ ଓ ଅଭରାମୀ!-->…
Read More...
Read More...