ବଦଳିଲା ସାବିତ୍ରୀ ଅମାବାସ୍ୟା ଛୁଟି
ଭୁବନେଶ୍ୱର-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ!-->…
Read More...
Read More...