ପାଟଣାଗଡ଼ ଏବଂ ବେଲପଡା ଡାକ୍ତରଖାନାରେ ସେବା ଚେରିଟେବୁଲ ଟ୍ରଷ୍ଟ ତରଫରୁ ରନ୍ଧାଖାଦ୍ୟ ବଣ୍ଟନ
ପାଟଣାଗଡ,୧୫/୫- ବଲାଙ୍ଗିର ଜିଲ୍ଲା ପାଟଣାଗଡ ଓ ବେଲପଡା ଅଞ୍ଚଳରେ କୋରେନା ମହାମାରୀକୁ ନିୟନ୍ତ୍ରଣ କରିବାପାଇଁ ସରକାରଙ୍କ ତରଫରୁ କିଛିଦିନ ହେବ ସପ୍ତାହନ୍ତ ସଟଡାଉନ ସହ ଲକଡାଉନ ମଧ୍ୟ ଘୋଷଣା କରାଯାଇଛି । କୋଭିଡ-୧୯ ନିୟମ ପାଳନ ସହ କେତେକ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା କିଛି ଦୋକାନ କିଛି!-->…
Read More...
Read More...