ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍
ଦଶପଲ୍ଲା : ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବାଣିଗୋଛା ଥାନା ଅଧୀନସ୍ଥ ତାକୁଡ଼ାଠାରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଏକ ଟ୍ରକ ଓଲଟି ପଡ଼ିଛି | ଟ୍ରକଟି ଦଶପଲ୍ଲା ଅଭିମୁଖେ ଆସୁଥିବା ବେଳେ ଭୋର ପ୍ରାୟ ୪ଟା ସମୟରେ ଏଭଳି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ (ଏସ୍ଏଚ୍ ୪୦!-->…
Read More...
Read More...