ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ଖଲାସୀ
ବୌଦ୍ଧ,୪/୫- ଆଜି ସକାଳେ ଜାତୀୟ ରାଜପଥ ନମ୍ବର ୫୭ର ପୁରୁଣାକଟକ ଥାନା କଲରାକୋଠା ନିକଟରେ ଭାରସାମ୍ୟ ହରାଇ ଏକ ମାଲବାହୀ ଟ୍ରକ ରାସ୍ତା ଉପରେ ଓଲଟି ପଡିଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଏକ ମାଲବାହୀ ଟ୍ରକ ଜି.ଜେ. ୦୯ ଏ.ୟୁ ୩୨୩୭ ରାସ୍ତାରେ ଯାଉଥିବା ବେଳେ ପୁରୁଣା କଟକ ଥାନା!-->…
Read More...
Read More...