କଳାହାଣ୍ଡିରେ ୨ହଜାର ୮୫କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଭୋକର ଭୂଗୋଳ ଏବେ ଭାତ ହାଣ୍ଡି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମହାମାରୀ ସମୟରେ ଦୀର୍ଘ ୯ମାସ ପରେ ଆଜି କଳାହାଣ୍ଡି ଗସ୍ତ କରି ୨ ହଜାର ୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିବା!-->…
Read More...
Read More...