ବୌଦ୍ଧ: ବାଉଁଶୁଣୀ ଗ୍ରାମରୁ ଜଣେମାତ୍ର କରୋନା ଆକ୍ରାନ୍ତ ଚିହ୍ନଟ
ବୌଦ୍ଧ,୧୬/୧୨ - ଦୁଇ ଦିନ ହେଲା ଜିଲ୍ଲାରୁ ଜଣେ ମଧ୍ୟ ପଜିଟିଭ ଚିହ୍ନଟ ହୋଇନଥିବା ବେଳେ ଆଜି ପୁଣି ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିର ଏହି କରୋନା ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ୨୭୫୬ ଜଣ!-->…
Read More...
Read More...