ସ୍କୁଲ୍ ବନ୍ଦ ନେଇ ଗ୍ରାମବାସୀଙ୍କ ଅସନ୍ତୋଷ ଛାତ୍ରଛାତ୍ରୀଙ୍କୁ ସାଙ୍ଗରେ ନେଇ ବିଡ଼ିଓଙ୍କ ନିକଟରେ ପହଁଚିଲେ ଅଭିଭାବକ ଓ…
ବାଲିଗୁଡ଼ା,୨୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସେନାପଡ଼ି ପ୍ରାଥମିକ ବିଦ୍ୟାଳୟ ବନ୍ଦକୁ ଅଭିଭାବକ ଓ ଗ୍ରାମବାସୀଙ୍କ ବିରୋଧ । ବିଦ୍ୟାଳୟ ଖୋଲିବା ନେଇ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ ପରେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣଶି ସୁଫଳ ମିଳିନଥିବା ଅଭିଯୋଗ କରିଛନ୍ତି ଅଞ୍ଚଳବାସୀ ।!-->…
Read More...
Read More...