ଗଜପତିରେ ଜିଲ୍ଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି,୨୬/୧- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମ ଠାରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହିଉତ୍ସବରେ ଓଡ଼ିଶାର ମାନ୍ୟବର ହସ୍ତଶିଳ୍ପ ଓ ବୟନ ଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ୍ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ!-->…
Read More...
Read More...