ପୁଣି ରାଜ୍ୟରେ ୯୮୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩ମୃତ
ଭୁବନେଶ୍ୱର ୧୦ ।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୯୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି ।!-->…
Read More...
Read More...