ଫୁଲବାଣୀରେ ୫୮ ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ
ଫୁଲବାଣୀ,୬/୧୨: କନ୍ଧମାଳ ଜିଲ୍ଲାର ଫୁଲବାଣୀର ମାଦିକୁନ୍ଦା ରିଜର୍ଭ ପଡ଼ିଆ ଠାରେ ୫୮ ତମ ଗୃହରକ୍ଷୀ ଦିବସ ପାଳିତ ହୋଇଯାଇଛି । ଏଥିରେ ଅତିରିକ୍ତ ଏସ.ପି ବିପିନ ବିହାରୀ ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଗୃହରକ୍ଷୀ ମାନଙ୍କୁ ନିଷ୍ଠା ଓ ଆନ୍ତରିକତାର ସହ କାର୍ଯ୍ୟ କରିବା ଲାଗି ପରାମର୍ଶ!-->…
Read More...
Read More...