ଭାରସାମ୍ୟ ହରାଇ ଟ୍ରକ ଦୁର୍ଘଟଣା, ଡ୍ରାଇଭର ଗୁରୁତର
ବୌଦ୍ଧ,୧୧/୧- ଆଜି ସନ୍ଧ୍ୟାରେ ଜାତୀୟ ରାଜପଥ ନମ୍ବର 57ର ମନମୁଣ୍ଡା ଥାନା ସାହୁପଡା ନିକଟରେ ଭାରସାମ୍ୟ ହରାଇ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣା ପଡିଛି l ମିଳିଥିବା ସୂଚନା ଅନୁଯାୟୀ ଆଜି ସୋନପୁର ପଟରୁ ଏକ ଆଜବେଷ୍ଟସ୍ ବୋଝେଇ ଟ୍ରକ ଭୁବନେଶ୍ବର ଅଭିମୁଖେ ଯାଉଥିବା ବେଳେ ସାହୁପଡା!-->!-->!-->…
Read More...
Read More...