ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ ଚିହ୍ନଟ, ୧୭ମୃତ
ଭୁବନେଶ୍ୱର ୨୬ ।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି ।!-->…
Read More...
Read More...