ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୋଭାଯାତ୍ରା
ଦେବଗଡ:ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ଶ୍ରମିକ ପାଇଁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଶ୍ରମ ଅଧିକାରୀ ସଞ୍ଜୟ କେଶରୀ ପ୍ରଧାନଙ୍କ ତତ୍ତ୍ୱାବଧାନରେ ବାହାରି ଥିବା ସଚେତନତା ରଥ ଓ ଛାତ୍ରଛାତ୍ରୀ!-->…
Read More...
Read More...