ପୁଣି ରାଜ୍ୟରେ ୭୫୭ କରୋନା ପଜିଟିଭ ଚିହ୍ନଟ,୧୬ ମୃତ
ଭୁବନେଶ୍ୱର୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୨୫୪୫ରେ ପହଞ୍ଚିଛି । ଏନେଇ!-->…
Read More...
Read More...