ଗଜପତିରେ ପୁଣି ୩ଜଣ କରୋନା ପଜିଟିଭ ଚିହ୍ନଟ
ପାରଳାଖେମୁଣ୍ଡି,୧୫/୧୧- ଗଜପତିରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ଅନୁପମ ସାହା । ଆକ୍ରାନ୍ତଙ୍କ ମଧ୍ୟରେ ରାୟଗଡ ବ୍ଲକରୁ ଜଣେ, ପାରଳା ପୌରପରିଷଦରୁ ୨ ଜଣ, ଚିହ୍ନଟ ହୋଇଛନ୍ତି । କରୋନା ଚିହ୍ନଟ ହେବା ପରେ କିଛି ଜଣଙ୍କୁ ହୋମ ଆଇସୋଲେସନ!-->…
Read More...
Read More...