ବୌଦ୍ଧ: ଆଜି ୧୬ ଆକ୍ରାନ୍ତ ଚିହ୍ନଟ, ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୬୩୦
ବୌଦ୍ଧ,୬/୧୧ - ଆଜି ବୌଦ୍ଧ ଜିଲ୍ଲାରେ ପୁଣି ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ୨୬୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜିର ୧୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆଜିସୁଦ୍ଧା ମୋଟ ୨୬୩୦ ଜଣ!-->…
Read More...
Read More...