ଭାରତୀୟ ଷ୍ଟେଟ ବ୍ୟାଙ୍କର ନୂତନ କୋଠା ଉଦଘାଟନ
ଫୁଲବାଣୀ,୧୨/୧୧ -କନ୍ଧମାଳ ଜିଲ୍ଲା କୋଟଗଡ ବ୍ଲକରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ନୂତନ କୋଠା ଉଦଘାଟନ ହୋଇଯାଇଛି । ଏହି ଉଦଘାଟିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କନ୍ଧମାଳ ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ବାଲିଗୁଡ଼ା ଉପଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର, କୋଟଗଡ଼!-->…
Read More...
Read More...