ରଥ ଯାତ୍ରା ସମନ୍ୱୟ କମିଟିର ପ୍ରଥମ ବୈଠକ
ପୁରୀ: ଜୁନ୍ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରଥମ ସମନ୍ବୟ ବୈଠକ ପୁରୀ ଟାଉନ ହଲ୍ ଠାରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆରଡିସି ବି. ପରମେଶ୍ବରମ୍ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଭିନ୍ନ ବିଭାଗର ଉଚ୍ଚପଦସ୍ଥ ଅଧିକାରୀ, ଜିଲ୍ଲାପାଳ, ଏସପି,!-->…
Read More...
Read More...