ବାଇକ ଦୁର୍ଘଟଣା, ଜଣେ ମୃତ ଜଣେ ଗୁରୁତର
ବୌଦ୍ଧ,୧୪/୯ - ଆଜି ସକାଳ ପ୍ରାୟ ୧୦ ଘଣ୍ଟା ସମୟରେ ଜାତୀୟ ରାଜପଥ ନମ୍ବର୍ ୫୭ର ଚାରିଛକ ନିକଟରେ ବାଇକ ଦୁର୍ଘଟଣା ଘଟି ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ କଟକ ଜିଲ୍ଲା ନରସିଂହପୁର ନିକଟ ସାନ ଗାଆଁ ଗ୍ରାମର ଦୁଇଜଣ ବ୍ୟକ୍ତି!-->…
Read More...
Read More...