ପୁଣି ରାଜ୍ୟରେ ୩୯୧୩ ପଜିଟିଭ ଚିହ୍ନଟ, ଆଉ ୧୦ଜଣଙ୍କ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୦୮୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍!-->…
Read More...
Read More...