ବୌଦ୍ଧ : ଆଜି ୪୨ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ହେଲା ୧୮୧୬
ବୌଦ୍ଧ,୨୮/୯ - ଆଜି ବୌଦ୍ଧ ଜିଲ୍ଲାରେ ପୁଣି ନୂତନ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିର ୪୨ ଜଣ କରୋନା ପଜିଟିଭଙ୍କୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୮୧୬ରେ ପହଞ୍ଚିଛି । ସିଡିଏମଓ ଡାକ୍ତର ତ୍ରିଲୋଚନ!-->…
Read More...
Read More...