ଧୋନୀଙ୍କ ପାଖରେ ନେତୃତ୍ୱ ନେବାର ଦକ୍ଷତା ବାରି ହୋଇ ପଡୁଥିଲା : ସଚିନ
ନୂଆଦିଲ୍ଲୀ : ମହେନ୍ଦ୍ର ସିଂ ଧୋନୀଙ୍କ ପାଖରେ ନେତୃତ୍ୱ ନେବାର ଦକ୍ଷତା ବାରି ହୋଇ ପଡୁଥିଲା । ସେ ଖେଳକୁ ଠିକରେ ପଢିପାରୁ ଥିଲେ ବୋଲି କହିଛନ୍ତି ମହାନ ଖେଳାଳି ତଥା ଭାରତୀୟ ଦଳର ପୂର୍ବତନ ବ୍ୟାଟସମ୍ୟାନ୍ ସଚିନ ତେନ୍ଦୁଲକର । ଧୋନୀ ଗତ ୧୫ ତାରିଖରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା!-->…
Read More...
Read More...