ଆଜିର ୮ ପଜିଟିଭଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ପଜିଟିଭ ସଂଖ୍ୟା ୩୮୦ରେ ପହଞ୍ଚିଲା
ବୌଦ୍ଧ,୧୬/୮ - ଆଜି ବୌଦ୍ଧଜିଲ୍ଲାରେ ୮ ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ବୌଦ୍ଧ ଜିଲ୍ଲାରେ ୩୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜିର ପଜିଟିଭକୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା!-->…
Read More...
Read More...