ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ୭୪ ତମ ସ୍ୱାଧିନତା ଦିବସ ପାଳିତ
ବୌଦ୍ଧ,୧୫/୮- ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଜିଲ୍ଲା କାର୍ଯ୍ୟାଳୟ ଠାରେ ୭୪ ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏଥିରେ ଜିଲ୍ଲା ସଭାପତି ବିପ୍ର ଚରଣ ମହାନ୍ତି ପତାକା ଉତ୍ତୋଳନ କରିଥିଲେ । ଶ୍ରୀ ମହାନ୍ତି ତାଙ୍କ ଅଭଭାଷଣରେ କରୋନାରୁ ମୁକ୍ତି ପାଇବା ପାଇଁ ସବୁ ପ୍ରକାର ନିୟମ ସରକାରଙ୍କ!-->…
Read More...
Read More...