“ଜୀବନ ବିନ୍ଦୁ’ର ପଞ୍ଚମ ଦିବସରେ ୭୦ ୟୁନିଟ ରକ୍ତ ସଂଗ୍ରହିତ
ସମ୍ବଲପୁର,:ଓଡିଶା "ମୋ ପରିବାର" ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ସମ୍ବଲପୁର ଅଇଁଠାପାଲି ଛକ ନିକଟସ୍ଥ କାଇଁଶିର ରୋଡ଼ ସ୍ଥିତ ବିଜେଡି ଜିଲ୍ଲା କାର୍ଯ୍ୟାଳୟରେ କ୍ରମାଗତ ଭାବେ ପଞ୍ଚମ ଦିନ ପାଇଁ ରକ୍ତଦାନ ଶିବିର ସଫଳ ଭାବେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜେଡି!-->…
Read More...
Read More...