କାଳବୈଶାଖୀ ଉଡ଼ାଇନେଲା ଛପର

ଦଶପଲ୍ଲା : - ଗତକାଲି ଦଶପଲ୍ଲା ପଶ୍ଚିମାଞ୍ଚଳ ବାଣୀଗୋଛା ଥାନା ଅନ୍ତର୍ଗତ ନେଫାରୀ ଗାଁରେ ତାଣ୍ଡବ ରଚିଛି କାଳବୈଶାଖୀ । କାଲି ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଯୋଗୁଁ ନେଫାରୀ ଗ୍ରାମର ଗରିବ ଆଦିବାସୀ ମହିଳା ସୁମିତ୍ରା କହଁରଙ୍କ ଝାଟିମାଟି ଆଜବେଷ୍ଟ ଘରକୁ ସଂପୂର୍ଣ୍ଣ ଭାବେ ମାଟିରେ
Read More...

ଟ୍ରକ୍‌ ତଳେ ଶୋଇଥିବା ବେଳେ ଉଡ଼ିଗଲା ଡ୍ରାଇଭରଙ୍କ ପ୍ରାଣବାୟୁ

ବାଲିଗୁଡ଼ା: ଟ୍ରକ୍‌ ତଳେ ଶୋଇଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନସ୍ଥ ବୁଢ଼ାନଈ ନିକଟରେ ଘଟିଛି ଏଭଳି ଘଟଣା ।ଟ୍ରକର ଯାନ୍ତ୍ରିକ ତ୍ରୁଟି ଯୋଗୁଁ ପାଞ୍ଚ ଦିନ ହେବ ରାସ୍ତା କଡ଼ରେ ଗାଡ଼ି ରଖି ଜଗିଥିଲେ ଡ୍ରାଇଭର । ମୃତ ଟ୍ରକ୍‌ ଡ୍ରାଇଭର ଖୋର୍ଦ୍ଧା
Read More...

ରାଜ୍ୟର ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ

ଭୁବନେଶ଼୍ବର,: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେଉଛି । ଏହାର ପ୍ରଭାବରୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ରାଜ୍ୟର ୨୪ଟି ଜିଲ୍ଲାକୁ ମୌସୁମୀ ବାୟୁ ଛୁଇଁଥିବା ଜଣାପଡ଼ିଛି । ଅନ୍ୟ ୬ଟି ଜିଲ୍ଲା- ମୟୁରଭଞ୍ଜ, ବାଲେଶ଼୍ବର, ସୁନ୍ଦରଗଡ଼, କେନ୍ଦୁଝର ଏବଂ
Read More...

ବନାଂଚଳ ସ୍ତରୀୟ ବନସୁରକ୍ଷା ସମିତି କର୍ମଶାଳା

ଚମ୍ପୁଆ: ଚମ୍ପୁଆ ବନାଂଚଳ କାର୍ଯ୍ୟାଳୟ ଠାରେ ବନସୁରକ୍ଷା ସମିତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ବନଖଣ୍ଡ ଅଧିକାରୀ ଏଚ୍‌ଡି ହନୁମନ୍ତ ଯୋଗ ଦେଇ ବନ ସୁରକ୍ଷା ସମିତିର କାର୍ଯ୍ୟ ଓ ମଣିଷ ସମାଜର ସାମାଜିକ କାର୍ଯ୍ୟଶୈଳୀ ଉପରେ ପ୍ରଭାବ
Read More...

ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ କଟକଣା

ପୁରୀ : ଆସନ୍ତାକାଲି ସ୍ନାନ ପୂର୍ଣ୍ଣିମା । ତେବେ ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ କଟକଣା । ଆଜି ଅର୍ଥାତ୍‌ ଶୁକ୍ରବାର ରାତି ୧୦ ଟାରୁ ଆସନ୍ତାକାଲି ଶନିବାର ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ଶେଷ ପର୍ଯ୍ୟନ୍ତ ଏହି ଟ୍ରାଫିକ କଟକଣା ଲାଗୁ କରିଛି ପୁରୀ
Read More...

ଜାରକାରେ ଦୁଇ ଠିକାଦାରଙ୍କ ଘରେ ଜିଏସଟି ବିଭାଗର ଚଢ଼ାଉ

ଯାଜପୁର/ଧର୍ମଶାଳା: ଯାଜପୁର ଧର୍ମଶାଳା ଥାନା ଜାରକା ସ୍ଥିତ ୨ ଠିକାଦାର ଗୌତମ ସାହୁ ଓ ଗଜେନ୍ଦ୍ର ବେହେରା କାର୍ଯ୍ୟାଳୟରେ ଟିକସ ଫାଙ୍କି ଅଭିଯୋଗରେ ଆଜି କେନ୍ଦ୍ରୀୟ ଜୀଏସଟି ପକ୍ଷରୁ ଅଚାନକ ଚଡାଉ କରାଯାଉଛି । ସୂଚନା ମୁତାବକ ଆଜି କେନ୍ଦ୍ରୀୟ ଦଳର ଏକ ଟିମ ଜାରକାରେ ପହଂଚି ଠିକାଦାର ଗୌତମ
Read More...

ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଚାଉଳ ଏଟିଏମ୍‌ ଖୋଲିବେ ରାଜ୍ୟ ସରକାର

ଭୁବନେଶ୍ୱର,୨୦।୬: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଏହି ଚାଉଳ ଏଟିଏମ୍‌ ଖୋଲିବ। ଏଥିପାଇଁ ହିତାଧିକାରୀଙ୍କୁ ସ୍ୱତନ୍ତ୍ର କାର୍ଡ
Read More...

ନୂଆଗାଁ ବ୍ଲକରେ ଖୋଲିଲା ସ୍କୁଲ

ନୂଆଗାଁ : ନୂଆଗାଁ ବ୍ଲକ ମଧ୍ୟରେ ଥିବା ପ୍ରାଥମିକ ବିଦ୍ୟାଳୟ,ଉଚ୍ଚ ବିଦ୍ୟାଳୟ, ଓଡିଶା ଆଦର୍ଶ ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ ଆଜି ସକାଳୁଆ ବିଦ୍ୟାଳୟ ଆରମ୍ଭ ହୋଇଯାଇଛି । ଛାତ୍ରଛାତ୍ରୀ ଅତି ଖୁସି ମନରେ ବିଦ୍ୟାଳୟକୁ ମାଡି ଆସିଥିଲେ ପାଠ ପଢିବା ପାଇଁ । ଆଜି ଅଧିକାଂଶ
Read More...

ଘୋଷଯାତ୍ରା ଲାଗି ଚଳଚଞ୍ଚଳ ରଥ ଖଳା

ପୁରୀ : ପବିତ୍ର ଘୋଷ ଯାତ୍ରା ଲାଗି ଚଳଚଞ୍ଚଳ ରଥ ଖଳା । ତିନି ରଥର ପ୍ରଥମ ଭୂଇଁ ପ୍ରେମ ନିର୍ମାଣ ଶେଷ ହେବାସହ ତିନି ରଥର ଉଭୟ ପାର୍ଶ୍ୱରେ ଗୋଟିଏ ଗୋଟିଏ ଛନ୍ଦା ଗୟଳ ମୋଡ଼ାଯାଇ କଣ୍ଟା ବସିବା ପାଇଁ ଦଉଡିରେ ବାନ୍ଧେଣୀ ପଡିଛି । ତିନିରଥ ଛନ୍ଦାଗୟଳ ମୋଡା ଶେଷ । ତିନି ରଥର ମୋଟ ୩୨ ଗୋଟି ଗୟଳ
Read More...

ବହୁ ଚର୍ଚ୍ଚିତ ସୂଚନା କର୍ମୀ ହତ୍ୟା ମାମଲା, ୱାରେଣ୍ଟ୍ ବଳରେ ଦୁଇ ଗିରଫ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବହୁ ଚର୍ଚ୍ଚିତ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲିଗୁଡ଼ା ପୋଲିସ୍ । ଘଟଣାରେ ସମ୍ପୃକ୍ତ ପାଞ୍ଚ ଜଣଙ୍କ ମଧ୍ୟରୁ ଏବେବି ଅନ୍ୟ ତିନିଜଣ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି । ଉକ୍ତ ହତ୍ୟା
Read More...