ମାସ୍କ ବାଣ୍ଟିଲେ ମନ୍ତ୍ରୀ ଓ ସାଂସଦ
କରୋନା ମହାମାରୀର ମୁକାବିଲା ସହ ଏଥିରୁ ନିଜକୁ ରକ୍ଷା କରିବା ପାଇଁ ହେଲେ ସାମାଜିକତ ଦୂରତା ଏବଂ ମାସ୍ତ୍ର ପରିଧାନ ବାଧ୍ୟତାମୂଳକ ବୋଲି ସରକାର ଘୋଷଣା କରିଛନ୍ତି । ଏହି ସମୟରେ ଲୋକେ ମାସ୍କ ପାଇଁ ଗହଳି ଲଗାଉଥିବା ବେଳେ ଏହାର ସୁଯୋଗ ନେଇ ଦୋକାନୀମାନେ ନାହିଁନଥିବା ଦରବୃଦ୍ଧି କରୁଛନ୍ତି ।!-->…
Read More...
Read More...