ପ୍ରକାଶ ତ୍ରିପାଠୀ ବିଜେଡି ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ

ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ ସଭାପତି ତଥା ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ସଂଯୋଜକ ତଥା ରାଜ୍ୟ ଯୁବ ବିଜେଡି ପୂର୍ବତନ ଉପ ସଭାପତି ଡଃ ପ୍ରକାଶ କୁମାର ତ୍ରିପାଠୀଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବରେ ନିଯୁକ୍ତ ଦେଇ ଥିବାରୁ ଡଃ ତ୍ରିପାଠୀ ରାଜ୍ୟ ମୁଖ୍ୟମନ୍ତ୍ରୀ ତଥା ଦଳର
Read More...

ସ୍କୁଲରେ ପାଣି ପିଇବାକୁ ବାଜିବ ଘଣ୍ଟି

ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲରେ ପାଣି ପିଇବାକୁ ପିଲା ମାନଙ୍କୁ ବିରତି ମିଳିବ। ନିୟମିତ ବ୍ୟବଧାନରେ ଜଳ ବିରତି ଘଣ୍ଟି ବଜାଇବା ନେଇ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ନିଆଯାଇଛି ଦୈନିକ କ୍ଲାସ ସମୟରେ ୩ ଥର ଜଳ ବିରତି ଘଣ୍ଟି ବାଜିବ। ଏବେ ସକାଳୁଆ ଚାଲୁଥିବାରୁ
Read More...

ଅଦିତି କଲେଜର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ

ସୋନପୁର: ଅଦିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ଆତ୍ମ ବିସ୍ତାର ମହସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ବରିଷ୍ଠ ଇଂରାଜୀ ପ୍ରାଧ୍ୟାପକ ଭବାନୀ ଶଙ୍କର ରାଉତ ଯୋଗଦେଇ ପାଠପଢା ସହିତ ଛାତ୍ରଛାତ୍ରୀ ମାନଙ୍କ ଅନ୍ତର୍ନିହିତ କଳାର
Read More...

ପୁରୀରେ ବିଜେପିର କର୍ମୀ ସମ୍ମିଳନୀ

ପୁରୀ : ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା ହେବା ପରେ ପୁରୀର ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇଛି । ବିଜେପି ପକ୍ଷରୁ ପୁରୀ ଭୂଦାନ ଠାରେ ଆଜି ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବିଜେପି ପକ୍ଷରୁ ପୁରୀ ଲୋକସଭା ପ୍ରାର୍ଥୀ ହୋଇଥିବା ସମ୍ବିତ ପାତ୍ରଙ୍କ ସହିତ ପୁରୀ ବିଧାନସଭା
Read More...

ଜିଲ୍ଲାର ବିଭିନ୍ନ ମତଦାନ କେନ୍ଦ୍ର ପରିଦର୍ଶନ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର :ସାଧାରଣ ନିର୍ବାଚନ ୨0୨୪ ପାଖେଇ ଆସୁଥିବା ବେଳେ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକକାଳୀନ ବଲାଙ୍ଗୀର ଲୋକସଭା ସାଂସଦ କ୍ଷେତ୍ର ସହ ସୋନପୁର ଓ ବୀରମହାରାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ଷେତ୍ରରେ ମତଦାନ କୁ ମୁକ୍ତ,ସ୍ଵଛ ଓ ବ୍ୟବସ୍ଥିତ ତଥା ଶାନ୍ତି ଶୃଙ୍ଖଳାର ସହ
Read More...

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ହରଭଙ୍ଗା: ଘରୋଇ କଳହର କରୁଣ ପରିଣତି । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । ବୌଦ୍ଧ ଥାନା ବୃନ୍ଦାବନ ଗ୍ରାମ ଟିକିରା ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସ୍ୱାମୀର ନାମ ସନାତନ ନାଗ । ମୃତ ସ୍ତ୍ରୀର ନାମ ଆମ୍ବୁତି ନାଗ । ଘଟଣା ସ୍ଥଳରୁ ସ୍ୱାମୀ ଫେରାର । ସୂଚନା ଅନୁଯାୟୀ ବୌଦ୍ଧ ଥାନା
Read More...

ନବୀନ ଓଡ଼ିଶା ମ୍ୟାଜିକ କାର୍ଡକୁ ଅଧିକ ଉପାଦେୟ କରିବା ପାଇଁ ଜନସାଧାରଣଙ୍କ ମତାମତ ଲୋଡ଼ିଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ୱର: ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଓଡ଼ିଶାର ଜନସାଧାରଣଙ୍କୁ ଏହି କାର୍ଡକୁ ଅଧିକ ଉପାଦେୟ କରିବା ନିମନ୍ତେ ସେମାନଙ୍କ ସୁଚିନ୍ତିତ ମତାମତ ଦେବାକୁ ଅନୁରୋଧ କରିଛନ୍ତି । ଉଲ୍ଲେଖଯୋଗ୍ୟ, ନିକଟରେ ପ୍ରଦାନ କରାଯାଇଥିବା ନୂଆ-ଓ
Read More...

ବିଜେଡ଼ିରେ ଯୋଗଦେଲେ ମୋହନା ନିର୍ବାଚନମଣ୍ଡଳୀର କଂଗ୍ରେସ ଓ ବିଜେପି ନେତା

ଭୁବନେଶ୍ୱର: ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମାନ୍ୟବର ମନ୍ତ୍ରୀ ତଥା ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ
Read More...

ନଦୀରେ ବୁଡି ନିଖୋଜ ହୋଇଯାଇଥିବା ଯୁବକଙ୍କର ମୃତଦେହ ଠାବ

ଯାଜପୁର : ଗତକାଲି ନନ୍ଦ ବିଶ୍ଵାଳଙ୍କ ପୁଅ ଯୁଲୁକା ବିଶ୍ଵାଳ ନିଜ ଘର ପାଖରେ ଥିବା , କେଲୁଅ ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡି ଯାଇଥିଲେ । ଘଟଣାସ୍ଥଳରେ ଉପସ୍ଥିତଥିବା କିଛି ବ୍ୟକ୍ତିଙ୍କ କହିବା ଅନୁସାରେ ଜୁଲୁକା ବିଶ୍ଵାଳ ନଦୀରୁ ଗାଧୋଇ ଘରକୁ ଫେରୁଥିବା ବେଳେ, ହାତରେ ଧରିଥିବା
Read More...

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର : ବିଜେପି ଓ ବିଜେଡି ପରେ ଆଜି ଆସିଛି କଂଗ୍ରେସର ଲୋକସଭା ଏବଂ ବିଧାନସଭା ପ୍ରାର୍ଥୀ ତାଲିକା। କଂଗ୍ରେସ ଆଜି ୮ ଲୋକସଭା ଓ ୪୯ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଅଛନ୍ତି ବହୁ ହେଭିୱେଟ୍‌। ବଲାଙ୍ଗିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି ଅଭିନେତା ମନୋଜ ମିଶ୍ର।
Read More...