ଆଜିକାର ପଜିଟିଭ ଚିହ୍ନଟ ୧୦୧ ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୯୨୮
ସମ୍ବଲପୁର,୬/୮- ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇଥିବା ଘୋଷଣା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରେ ୧୦୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ସମ୍ବଲପୁରରେ କରୋନାର ପ୍ରଥମ ଦିନିକିଆ ଶତକ ଓ ରେକର୍ଡ ବୋଲି କୁହାଯାଉଛି । ଯଦି ଏପରି ସ୍ଥିତି ଲାଗି ରହେ, ତେବେ ଆଗାମୀ ଦିନରେ ଅବସ୍ଥା ଆହୁରି!-->…
Read More...
Read More...