୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର: ୨୦୨୪ ବିଧାନସଭା ନିର୍ବାଚନ ପାଇଁ ବିଜେପି ୧୧୨ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ବଳକା ୩୫ ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କରିନାହିଁ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଦଳ ଏଥର ପୁଣି ଚାନ୍ଦବାଲିରୁ ପ୍ରାର୍ଥୀ କରିଛି। ଏଣେ ବିରୋଧୀ ଦଳ ନେତା ଜୟନାରାୟଣ
Read More...

ପଣ୍ୟ କାରବାରରେ ୧ ନମ୍ବର ସ୍ଥାନ ହାସଲ କଲା ପାରାଦୀପ ବନ୍ଦର

ପାରାଦୀପ : ଗତ ଆର୍ଥିକ ବର୍ଷ ୨୦୨୩-୨୪ ରେ ଅବିଶ୍ୱାସନୀୟ ୧୪୫.୩୮ ନିୟୁତ ମେଟ୍ରିକ ଟନ ପଣ୍ୟ କାରବାର କରି ପାରାଦୀପ ବନ୍ଦର ଦେଶର ବୃହତ ବନ୍ଦର ମଧ୍ୟରେ ୧ ନମ୍ବର ସ୍ଥାନ ହାସଲ କରିଛି । ଏହି ନୂତନ କୀର୍ତ୍ତିମାନ ସହିତ ପାରାଦୀପ ବନ୍ଦର କାଣ୍ଡଲା ବନ୍ଦରକୁ ପଛରେ ପକାଇ ନୂତନ କୀର୍ତ୍ତିମାନ
Read More...

ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ତଥା ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ-୨୦୨୪ ପାଳିତ

ବରଗଡ଼ : ପ୍ରତିବର୍ଷ ଭଳି ବରଗଡ଼ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ "ଓଡ଼ିଶା ଦିବସ ତଥା ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ" ଆଦର୍ଶ ଆଚରଣ ବିଧି ଅନୁପାଳନ କରିବା ସହ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ
Read More...

ପତରାଜପୁର ଦୋଳ ମେଳଣ ଉଦଯାପିତ

ବାଲିଚନ୍ଦ୍ରପୁର: ବଡ଼ଚଣା ବ୍ଲକ ଅନ୍ତର୍ଗତ ପତରାଜପୁର ପଞ୍ଚାୟତର ପ୍ରସିଦ୍ଧ ପତରାଜପୁର ଦୋଳ ମେଳଣ ଉଦଯାପିତ ହୋଇଯାଇଛି । ଚଳିତ ବର୍ଷ ନବମ ବର୍ଷ ପାଳନ ହୋଇଥିବା ଏହି ମେଳଣ ବହୁ ଧୂମଧାମରେ ପାଳିତ ହୋଇଯାଇଛି । ମେଳଣ ପର୍ବରେ ମୋଟ ୧୦ଟି ବିମାନ ଯୋଗଦେଇଥିଲେ । ପତରାଜପୁର ଗ୍ରାମର ଥାନପତି
Read More...

ମହେନ୍ଦ୍ର ବନାଞ୍ଚଳରେ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ପାରଳାଖେମୁଣ୍ଡି : ଆଜି ମହେନ୍ଦ୍ର ବନାଞ୍ଚଳ ଅଧିକାରୀ ଅମିତ ଶୁଭ୍ରଜିତ କୌଣସି ଏକ ବିଶେଷ ସୂତ୍ରରୁ ଖବର ପାଇ ଗାରାବନ୍ଧ ସେକ୍ସନ ଅନ୍ତର୍ଗତ ବୁରୁଝୁଲି ବିଟର ବୁରୁଝୁଲି ଗ୍ରାମ ଠାରେ କିଛି ବେଆଇନ କାଠ ଥିବାର ଜାଣିବାକୁ ପାଇଥିଲେ । ତତ୍‌ପରେ ଶ୍ରୀମାନ ବନଖଣ୍ଡ ଅଧିକାରୀ ଶ୍ରୀ ଏସ ଆନନ୍ଦଙ୍କ
Read More...

ଯାଜପୁର ଲୋକସଭା ଆସନ : ଶର୍ମିଷ୍ଠା-ରବୀନ୍ଦ୍ରଙ୍କ ମଧ୍ୟରେ ହେବ ମହାଲଢେଇ

ରସୁଲପୁର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶନିବାର ଯାଜପୁର ସଂରକ୍ଷିତ ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀ ଘୋଷଣା କରିଛି । ପୁରୁଣା ନେତାଙ୍କୁ ନ ଦୋହରାଇ ନୂଆ ମୁହଁ ଭାବେ ଡ. ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ଦଳ ପ୍ରାର୍ଥୀ କରିଛି । ଏହାପୂର୍ବରୁ ଏହି ଆସନ ପାଇଁ ବିଜେଡି
Read More...

ଧର୍ମଶାଳାରେ ଲିକୁ ସାହୁଙ୍କ ମଶାଲ ଶୋଭାଯାତ୍ରା

ଯାଜପୁର : ଧର୍ମଶାଳା ନିର୍ବାଚନ ମଣ୍ଡଳୀ ବିଜେପିର ମଶାଲ ଶୋଭାଯାତ୍ରା ଓ ସଂକଳ୍ପ ସମାବେଶ ଜାରକା ବଜାରରେ ଅନୁଷ୍ଠିତ ହୋଇଛି । ତ୍ରିନାଥ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ଜାରକା ଓ ଶାନ୍ତିବଜାର ପରିକ୍ରମା କରିଥିଲା । ବହୁ କର୍ମୀ ଓ କାର୍ଯ୍ୟକର୍ତ୍ତା ଦଳୀୟ ପତାକା ଏବଂ ବ୍ୟାନର ଧରି
Read More...

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର: ବିଜୁ ଯବୁ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର ସମସ୍ତ ରାଜ୍ୟ କାର୍ଯ୍ୟକର୍ତ୍ତା, ଜିଲ୍ଲା ସଭାପତି,
Read More...

ଯୁଧିଷ୍ଠିରଙ୍କୁ ଆବାସ ଘର ସାତସପନ; ବିଧବା ବୋହୂକୁ ବି ମିଲୁନି ଭତ୍ତା, ସରକାରୀ ସହାୟତା ଅପେକ୍ଷାରେ ପରିବାର

ନୂଆପଡ଼ା : କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ନିରୀହ ଲୋକଙ୍କ ପାଇଁ ଅନେକ ସରକାରୀ ଯୋଜନା କରି ସହାୟତା ପ୍ରଦାନ କରୁଛନ୍ତି । ହେଲେ ସ୍ଥାନୀୟ ବିଭାଗୀୟ ଅଧିକାରୀ ମାନଙ୍କ ବେପରୁଆ ନୀତି ଯୋଗୁଁ ପ୍ରକୃତ ହିତାଧିକାରୀ ମାନେ ଯୋଜନା ରୁ ବଞ୍ଚିତ ରହୁଛନ୍ତି । ଏମିତି ଏକ ଗରିବ ପରିବାର ଯାହାଙ୍କ ପାଇଁ
Read More...

ପୁରୀରେ ରାଜ୍ୟ କଂଗ୍ରେସର ଗୁପ୍ତ ବୈଠକ

ପୁରୀ : ପୁରୀର ଏକ ହୋଟେଲର ରାଜ୍ୟ କଂଗ୍ରେସର ଗୁପ୍ତ ବୈଠକ ହୋଇଥିବା ଜଣାପଡିଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଗୁପ୍ତ ବୈଠକରେ ସମସ୍ତ ଜିଲ୍ଲାର ଲୋକସଭା ଓ ବିଧାନସଭା ପାଇଁ ଆଶାୟୀ ପ୍ରାର୍ଥୀ ମାନେ ଯୋଗଦେଇଥିଲେ । ରାଜ୍ୟ କଂଗ୍ରେସ ତରଫରୁ ଉନ୍ମୋଚିତ
Read More...