ଚତୁର୍ଥ ଦିନରେ ପହଞ୍ଚିଲା ଜୀବନବିନ୍ଦୁ ରକ୍ତଦାନ ଶିବିର, ୪୦ ୟୁନିଟ୍ ରକ୍ତ ସଂଗ୍ରହ
ପାରଳାଖେମୁଣ୍ଡି : ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ସପ୍ତାହ ବ୍ୟାପି ଜୀବନବିଦୁ ରକ୍ତଦାନ ଶିବିର ଗଜପତି ଜିଲ୍ଲାରେ ଆଜି ଚତୁର୍ଥ ଦିନରେ ପହଂଚିଛି । ଆଜି ସର୍ବମୋଟ ୪୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା କର୍ମୀ!-->…
Read More...
Read More...