‘ନିର୍ବାଚିତ ଜନପ୍ରତିନିଧିଙ୍କ ପ୍ରତି ପ୍ରଶାସନର ଉପେକ୍ଷା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ‘
ସମ୍ବଲପୁର : ଏଠାକାର ଭାରତୀୟ ଜନତା ପାର୍ଟିର ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଯେ ନିର୍ବାଚିତ ଜନପ୍ରତିନିଧିଙ୍କ ପ୍ରତି ପ୍ରଶାସନର ଉପେକ୍ଷା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ସମଗ୍ର!-->…
Read More...
Read More...