ରାଜ୍ୟରେ ପୁଣି ୧୩୪୧ ନୂଆ ପଜିଟିଭ ଚିହ୍ନଟ, କରୋନା ନେଲା ୧୦ ଜୀବନ
ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ ୧୩୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୭୯୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ!-->…
Read More...
Read More...