ରାଜ୍ୟରେ ପୁଣି ୨୮୯୮ ପଜିଟିଭ ଚିହ୍ନଟ, କରୋନା ନେଲା ଆଉ ୮ ଜୀବନ
ଭୁବନେଶ୍ୱର ୨୦ ।୦୮: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ!-->…
Read More...
Read More...