ମହାନଦୀରେ ଭାସି ଯାଉଥିବା ଯୁବକ ଉଦ୍ଧାର
ବୌଦ୍ଧ - ମହାନଦୀର ପ୍ରଖର ସ୍ରୋତରେ ଭାସି ଯାଉଥିବା ଜଣେ ଯୁବକଙ୍କୁ ହରଭଙ୍ଗା ଥାନା କୁଶଙ୍ଗ ଗ୍ରାମ ପଂଚାୟତର ଅତଳସରା ନିକଟରୁ ଆଜି ଅପରାନ୍ହ ପ୍ରାୟ 4 ଘଣ୍ଟା ସମୟରେ ସ୍ଥାନୀୟ ଲୋକେ ଉଦ୍ଧାର କରିଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁଯାୟୀ ଆଜି ରବିବାର ଅପରାହ୍ନ ପ୍ରାୟ ୪ଟା ସମୟରେ!-->…
Read More...
Read More...