ସମ୍ବଲପୁରରେ ଆଉ ଦୁଇଜଣ ପଜିଟିଭ ଚିହ୍ନଟ
ସମ୍ବଲପୁର : ସମ୍ବଲପୁର ଜିଲ୍ଲାରେ ଆଜି ଦୁଇଜଣ କରୋନା ପଜିଟିଭ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୨୫ ରେ ପହିଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୬ଜଣ ସୁସ୍ଥ ହୋଇ ଘରକୁ ଫେରିବା ପରେ ଅଉ ୯ଜଣଙ୍କ ଚିକିତ୍ସା ଚାଲିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ ଆଜିକାର ଦୁଇଟି ଯାକ କରୋନା!-->…
Read More...
Read More...